Site icon Awaj Media

ଖୋର୍ଦ୍ଧାରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ !!!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅନ୍ତର୍ଗତ ଉଗ୍ରତାରା ବସଷ୍ଟାଣ୍ଡ ନିକଟରେ ୨୬ କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତ କୁ ଗିରଫ କରାଯାଇଛି । ଜବତ ହୋଇଥିବା ଗଞ୍ଜେଇ ର ମୂଲ୍ୟ ୧ ଲକ୍ଷ ୩୮ ହଜାର ବୋଲି ଆକଳନ କରାଯାଇଛି । ଅଭିଯୁକ୍ତ ମାନେ ହେଲେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡ଼ଙ୍ଗରିକିଆ ଗ୍ରାମର ଅଶୋକ ରଣା (୨୫) ଓ ଇଲିଆସ ଦୀପା (୨୨) ।

Exit mobile version