ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଠଣାପଲୀ ଗ୍ରାମରେ ଦଣ୍ଡ ମେଳନ ମହୋତ୍ସବ ଉଦଯାପିତ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ଧଳାପଥର ଗ୍ରାମ ପଞ୍ଚାୟତ ଠଣାପଲୀ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା କାଳୀକା ଙ୍କ ପୀଠ…

ଆମ ରିପୋଟରକଟକଜିଲ୍ଲା

ନିଆଁ ରେ ଚାଲିଲେ କାଳିସୀ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଳକ ଅସୁରେଶ୍ୱର ପାଇକିରାପୁର ଗ୍ରାମରେ ଝାମୁ ଯାତ୍ରା ରିତୀ ନୀତି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ପ୍ରତାପ ଜଙ୍ଗଲରେ ଅଗ୍ନିକାଣ୍ଡ : ବହୁ ମୂଲ୍ୟବାନ ଗଛ ନଷ୍ଟ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ବାଣପୁର ର ପ୍ରତାପ ଜଙ୍ଗଲରେ ନିଆଁ ଲାଗି…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦଯାପିତ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ହାଇସ୍କୁଲ ପଡିଆରେ ଚାଲିଥିବା ପାଞ୍ଚ ଦିନିଆ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ମଙ୍ଗବାର…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ପଲଟନ ପଡିଆରେ ୧୪ ତମ ବାର୍ଷିକ ଦଣ୍ଡମିଳନ ସମାରୋହ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ରେ ଏପ୍ରିଲ ୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ୧୧ ଦଫା ଦାବି ନେଇ ଆଜି ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡ଼ା ରୁ ଭୁବନେଶ୍ୱର ଗଞ୍ଜେଇ ଚାଲାଣ ବେଳେ ଜବତ : ଗାଡ଼ି ସହ ଅଭିଯୁକ୍ତ ଗିରଫ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଳାରେ ଦିନକୁ ଦିନ ବେଆଇନ୍‌ ଗଞ୍ଜେଇ ଚାଲାଣ ବୃଦ୍ଧି ପାଉଥିବା ବେଳେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

କାଲଟାକ୍ସ ଛକରେ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହର ଉପକଣ୍ଠ ତୁରଙ୍ଗ କାଲଟାକ୍ସ ଛକରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଥିବା…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜନୀତିରାଜ୍ୟ

ତେଲିଆ ମୁଣ୍ଡରେ ତେଲ : ପ୍ରକୃତ ହିତାଧିକାରୀ ଯୋଜନାରୁ ହେଉଛନ୍ତି ବଞ୍ଚିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ସରକାର ଡିଣ୍ଡିମ ପିଟୁଛନ୍ତି କେହି ବାସହୀନ ରହିବେ ନାହିଁ । କିନ୍ତୁ ସରକାରଙ୍କ ଆବାସ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ଆରମ୍ଭ ହେଲା ବାଲ୍ୟ ବିବାହ ନିରୋଧ ସଚେତନତା ଅଭିଯାନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ବ୍ଲକରେ ବାଲ୍ୟ ବିବାହ ନିରୋଧ ସଚେତନତା ଅଭିଯାନ ଆରମ୍ଭ ହୋଇଯାଇଛି । ବ୍ଲକ…