ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଦେବଗଡ

ବେଆଇନ ମଦ ବିକ୍ରି ବନ୍ଦ କରିବାକୁ ଜିଲ୍ଲାପାଳଙ୍କ ଅଫିସ ଘେରିଲେ ମହିଳା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବେଆଇନ ମଦ ବିକ୍ରି ବନ୍ଦ କରିବାକୁ ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିଛନ୍ତି ବଅଁରପାଳ ବ୍ଲକ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

କୁଟୁରାକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଲେ ବନ୍ତଳା ବନ ବିଭାଗର କର୍ମଚାରୀ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ପାଣି ପିଇବାକୁ ଆସିଥିବା କୁଟୁରାକୁ ଉଦ୍ଧାର କରି ଜଙ୍ଗଲରେ ଛାଡ଼ିଲେ ବନ୍ତଳା ବନ ବିଭାଗର…

ଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ନୟାଗଡ ରେ ରାଜ୍ୟ ସ୍ତରୀୟ ଉତ୍କଳ ଘଣ୍ଟ ହାସ୍ୟ ରସିକ ଉପାୟନ ଉତ୍ସବ ପାଳନ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ବିଶ୍ଵ ହାସ୍ୟ ଦିବସ ଅବସରରେ ନୟାଗଡ଼ ଜିଲ୍ଲା ସାହିତ୍ୟ ସଂସ୍କୃତି ବିକାଶ ତରଫରୁ ସ୍ଥାନୀୟ…

ଆମ ରିପୋଟରକନ୍ଧମାଳଜିଲ୍ଲାରାଜ୍ୟ

ବିଶ୍ୱବିଦ୍ୟାଳୟ ସ୍ତରରେ ସ୍ଵର୍ଣ୍ଣ ପଦକ ହାସଲ କରି କନ୍ଧମାଳ ପାଇଁ ଗୌରବ ଆଣିଲେ ରୁନିତା ପ୍ରଧାନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବ୍ଲକ ପାଇଁ ଗର୍ବ ଆଉ ଗୌରବ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଗୁରୁଜାଙ୍ଗୁଲି ଛକରେ ସଡକ ଦୁର୍ଘଟଣା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ତାଳଚେର ଥାନା ଅନ୍ତର୍ଗତ ଚାଇଁପାଳ ନିକଟସ୍ଥ ଗୁରୁଜାଙ୍ଗୁଲି ଛକରେ ଆଜି ସକାଳେ ଏକ ଭୟଙ୍କର…

ଆମ ରିପୋଟରକଟକଜିଲ୍ଲା

ତିନି ମାତୃଶକ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲା ସରସ୍ଵତୀ କଳା ପରିଷଦ !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କଟକ ସଦର ଅଞ୍ଚଳର ଅଗ୍ରଣୀ ସାଂସ୍କୃତିକ ସଂଗଠନ ସରସ୍ଵତୀ କଳା ପରିଷଦ କନ୍ଦରପୁର…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ସ୍ୱଳ୍ପ ସମୟ ମଧ୍ୟରେ ଲୋକଙ୍କ ନିକଟରେ ଖବର ପହଞ୍ଚାଇବାରେ ୱେବ ମିଡ଼ିଆ ଗୁଡିକ ପ୍ରମୁଖ ସ୍ଥାନ ଗ୍ରହଣ କରିଛି !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବର୍ତ୍ତମାନ ର ସୋସିଆଲ ମିଡ଼ିଆ ଯୁଗରେ ସ୍ୱଳ୍ପ ସମୟ ମଧ୍ୟରେ ଲୋକଙ୍କ ନିକଟରେ ଖବର…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ସଚେତନତା ଅଭାବରୁ ବଢ଼ି ଚାଲିଛି ବାଲ୍ୟବିବାହ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ପ୍ରଶାସନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅଭାବରୁ ବଢ଼ି ଚାଲିଛି ବାଲ୍ୟବିବାହ ।…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

କଣିହାଁ ବ୍ଲକ ର ଭିଡିଓ କନ୍ଫରେନ୍ସ ହଲରେ ବୈଠକ !!!

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : କଣିହାଁ ବ୍ଲକ ର ଭିଡିଓ କନ୍ଫରେନ୍ସ ହଲରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ…