ନୟାଗଡ ରେ ଶ୍ରମିକ ଦିବସ ପାଳିତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ବିଜୁ ଶ୍ରମିକ ସାମୁଖ୍ୟ ଏବଂ ନୟାଗଡ଼ ଜିଲ୍ଲା କାର୍ଯ୍ୟରତ ନିର୍ମାଣ ଶ୍ରମିକ ମହାସଂଘ ର ମିଳିତ ସହଯୋଗରେ ଜିଲ୍ଲାର ଖବରକାଗଜ ବିତରକ ସଂଘ ଓ ସ୍ୱଚ୍ଛ ସାଥୀ ସଙ୍ଘର ସଭ୍ୟ ସଭ୍ୟା ଙ୍କୁ ନେଇ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସହ ସଂଯୋଜକ ଶ୍ରୀକାନ୍ତ ପଟ୍ଟନାୟକଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ବୈଠକରେ ଶ୍ରମିକ ନେତା ବସୁଦେବ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଅଣ ସଂଗଠିତ ଶ୍ରମିକ ମାନଙ୍କୁ ଶ୍ରମିକ ଦିବସର ଆଭିମୁଖ୍ୟ ଏବଂ ଶ୍ରମିକ ଏକତା ସମ୍ପର୍କିତ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ ।

Leave a Reply

Your email address will not be published. Required fields are marked *