ସମ୍ବଲପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଲାଞ୍ଚ ନେବା ବେଳେ ଜଣେ ଭିଜିଲାନ୍ସ ଅଧିକାରୀ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଲେ . ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନିସପେକ୍ଟର ମାନସୀ ଜେନା ଏକ କେସ୍ ବନ୍ଦ ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଛନ୍ତି .
ଭିଜିଲାନସ ଜାଲରେ ଭିଜିଲାନସ ଅଧିକାରୀ !!!

