ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗମ୍ବାରୀମୁଣ୍ଡା ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ : ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବିଶିଷ୍ଟ ସମାଜସେବୀ, ଗମ୍ବାରୀମୁଣ୍ଡା ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ୱର୍ଗତ ପ୍ରଫୁଲ୍ଲ କୁମାର ପ୍ରଧାନଙ୍କ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଜିଲ୍ଲା ପରିଷଦର ୫୨ ତମ ସାଧାରଣ ବୈଠକ ଅନୁଷ୍ଠିତ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଅନୁଗୁଳ ଠାରେ ଜିଲ୍ଲା ପରିଷଦର ୫୨ ତମ…

ଆମ ରିପୋଟରଜିଲ୍ଲାନୟାଗଡ

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବଳରାମ ଯୋଜନାରେ କର୍ମଶାଳା ଆୟୋଜିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲାପାଳ ଡ଼.ପୋମା ଟୁଡୁ ଙ୍କ ଅଧ୍ୟକ୍ଷତାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ ଦାବିରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଏକ ଜନ ସମାବେଶ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହର ଉପକଣ୍ଠ ତୁରଙ୍ଗ ଦୁର୍ଗାବିହାର ଠାରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ…

ଅପରାଧଆମ ରିପୋଟରକଟକଜିଲ୍ଲାଯାଜପୁର

ବନ୍ଧଗାଁରେ ସ୍ୱାମୀର ଧାରୁଆ ଅସ୍ତ୍ର ଆକ୍ରମଣରେ ସ୍ତ୍ରୀ ମୃତ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ବନ୍ଧଗାଁରେ ପାରିବାରିକ କଳହକୁ କେନ୍ଦ୍ର କରି ବୁଧବାର ସକାଳ ସମୟରେ…

ଆମ ରିପୋଟରଜିଲ୍ଲାନୟାଗଡ

କାପ୍ତାପଲ୍ଲୀ ପଞ୍ଚାୟତ ପରିସରରେ ଥଣ୍ଡା ପାନୀୟ ଜଳ ବ୍ୟବସ୍ଥା !!!

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ନୟାଗଡ ଜିଲା ନୂଆଗାଁ ବ୍ଲକ କାପ୍ତାପଲ୍ଲୀ ଗ୍ରାମପଞ୍ଚାୟତ ରେ ଶୁଦ୍ଧ ଥଣ୍ଡା ପାନୀୟ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବେଆଇନ ଇଟାଭାଟି ଉପରେ ବାଣପୁର ତହସିଲ କର୍ତ୍ତୁପକ୍ଷଙ୍କ କାର୍ଯ୍ୟାନୁଷ୍ଠାନ କେବେ ???

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲ ଅଞ୍ଚଳରେ ଦିନକୁ ଦିନ ପ୍ରଶାସନ ଆଖିରେ ଧୂଳି ଦେଇ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ରାଜଧାନୀ ରାଜରାସ୍ତାରେ ଦୁର୍ବୁତ୍ତଙ୍କ ବ୍ଲାଙ୍କ ଫାୟାରିଂ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ରାଜଧାନୀ ରାଜରାସ୍ତାରେ ଦୁର୍ବୁତ୍ତଙ୍କ ବ୍ଲାଙ୍କ ଫାୟାରିଂ . ଦବ୍‌ଦବା ଦେଖାଇବା ପାଇଁ ଦୁର୍ବୃତ୍ତ କଲେ…

ଆମ ରିପୋଟରକଟକଜିଲ୍ଲାଯାଜପୁରରାଜ୍ୟ

୭୮୭ ଦିନରେ ପହଞ୍ଚିଲା ଚିନ୍ମୟ ଫାଉଣ୍ଡେସନର କରୋନା କିଟ୍ ବଣ୍ଟନ କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମଗ୍ର ବିଶ୍ୱକୁ କରୋନାମୁକ୍ତ କରିବା ପାଇଁ ପ୍ରୟାସ ଜାରି ରହିଥିବା ସମୟରେ , ଏହି…