ଅନୁଗୁଳ ଜିଲ୍ଲା ପରିଷଦର ୫୨ ତମ ସାଧାରଣ ବୈଠକ ଅନୁଷ୍ଠିତ !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଅନୁଗୁଳ ଠାରେ ଜିଲ୍ଲା ପରିଷଦର ୫୨ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସାଂସଦ ଢେ଼ଙ୍କାନାଳ ମହେଶ ସାହୁ, ବିଧାୟକ ତାଳଚେର ବ୍ରଜକିଶୋର ପ୍ରଧାନ, ବିଧାୟକ ଛେଣ୍ଡିପଦା ସୁଶାନ୍ତ ବେହେରା, ବିଧାୟକ ଆଠମଲ୍ଲିକ ରମେଶ ଚନ୍ଦ୍ର ସାଏ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ / ସଦସ୍ୟା ଏବଂ କଣିହାଁ ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ ଓ ତାଳଚେର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ହେମଲତା ମହାନ୍ତି ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *