Site icon Awaj Media

ଆର୍ଥିକ ବର୍ଷ 2022- 23 ପାଇଁ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ବ୍ୟାଙ୍କ ସହିତ ସଂଯୋଗୀକରଣ କର୍ମଶାଳା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ବ୍ୟାଙ୍କ ସହିତ ସଂଯୋଗୀକରଣ 2022- 23 ଆର୍ଥିକ ବର୍ଷ ଏକ କର୍ମଶାଳା ମିଶନ ଶକ୍ତି ଜରିଆରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ ଭଲ କାମ କରିଥିବା ବ୍ଳକ ର ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କୁ ପ୍ରଶଂସା କରିବା ସହିତ ସମ୍ମାନୀତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ମହେଶ ଚନ୍ଦ୍ର ନାୟକ, DSWO, DPC ମିଶନ ଶକ୍ତି, DPM, OLM ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସାତଟି ବ୍ଳକର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ବ୍ଳକ ସ୍ତରୀୟ ମିଶନ ଶକ୍ତିର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version