ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅଭିଯୋଗ ପରେ ନତଡ଼ା ଗାଁ ପରିଦର୍ଶନ କଲେ ଉପ ଜିଲ୍ଲାପାଳ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ନତଡ଼ା ଗାଁରେ ଏମସିଏଲ ଦ୍ୱାରା ଭୂ-ଅଧିଗ୍ରହଣ ଓ ରେଲୱେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନରେନ୍ଦ୍ରପୁର ପଞ୍ଚାୟତ ହଳନ୍ଦା ଗ୍ରାମରେ ଲୋକାର୍ପଣ ହେଲା ସରକାରୀ ହୋମିଓପାଥିକ ଚିକିତ୍ସାଳୟ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତରେ ଲୋକାର୍ପିତ ହେଲା ହୋମିଓପାଥିକ ଚିକିତ୍ସାଳୟ l ଉକ୍ତ କାର୍ଯ୍ୟକ୍ରମରେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଏମ୍ ସିଏଲ୍ ସୁଭଦ୍ରା ଏରିଆରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଅନୁମୋଦନ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଚଳିତ ୨୦୨୨ – ୨୩ ଶିକ୍ଷାବର୍ଷରୁ ତାଳଚେର ଏମ୍ ସିଏଲ୍ ସୁଭଦ୍ରା ଏରିଆରେ ଏକ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଅଞ୍ଚଳରେ ଅବକାରୀ ଚଢ଼ାଉ : ଦେଶୀମଦ ଜବତ , ୨ ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ଅବକାରୀ ଅଧିକାରୀ ରଞ୍ଜନ ଦାସଙ୍କ ନେତୃତ୍ୱରେ ବାଣପୁର ଥାନା ଅଧିନସ୍ଥ ବିଭିନ୍ନ ଗ୍ରାମରେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଭଙ୍ଗାଗଲା ବିବାଦ ରେ ଥିବା ଅନୁଗୁଳ ଅମଲାପଡ଼ା କଲ୍ୟାଣ ମଣ୍ଡପ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦୀର୍ଘଦିନ ଧରି ବିବାଦ ରେ ଥିବା ଅନୁଗୁଳ ଅମଲାପଡ଼ା କଲ୍ୟାଣ ମଣ୍ଡପକୁ ଶୁକ୍ରବାର ସକାଳେ…

ଅପରାଧଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟ

ପୁଣି ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ : ନିୟମିତ ଜାମିନ ଆବେଦନକୁ ଖାରଜ କଲେ ଉଚ୍ଚ ନ୍ୟାୟାଳୟ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଉଚ୍ଚ ନ୍ୟାୟାଳୟରେ ନିୟମିତ ଜାମିନ ଆବେଦନ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ନିର୍ଯାତନା ଅଭିଯୋଗ ଆଣିଛନ୍ତି ଅନୁଗୁଳ ର ଜଣେ କିନ୍ନର !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦଣ୍ଡନୃତ୍ୟରେ ଦେଖା, ତା’ ପରେ ବନ୍ଧୁତା, ପ୍ରେମ ଓ କୋର୍ଟରେ ବିବାହ ପରେ ଏବେ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ର ବୈଠକ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ସହରସ୍ଥିତ ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ର ଠାରେ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ନାଲକୋ ଥାନା ସିପିପି ଛକରେ ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ନାଲକୋ ଥାନା ସିପିପି ଛକରେ ଟ୍ରକ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ।…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ଧଉଳିମୁହଁ ରେଳଷ୍ଟେସନ ଲାଇନ୍ କଡରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଦେବେନ୍ଦ୍ର କୁମାର ବରାଳ : ଖୋର୍ଦ୍ଧା ନିକଟସ୍ଥ ଧଉଳିମୁହଁ ରେଳଷ୍ଟେସନ ଲାଇନ୍ କଡରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ…