ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡରେ ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲାପାଳଙ୍କ ସଭାଗୃହରେ ଜିଲ୍ଲାପାଳ ଡ.ପୋମା ଟୁଡୁ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଜନ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ : ବିପୁଳ ପରିମାଣର ପୋଚ ଜବତ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ପୋଚ ଓ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଜିଲ୍ଲାର ପାରମ୍ପରିକ ବଲାଣି ଯାତ୍ରା ଆୟୋଜିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଏକ ଆଦିବାସୀ ବହୁଳ ଜିଲ୍ଲା । କେଉଁ ଆବାହମାନ କାଳରୁ…

ଆମ ରିପୋଟରକଟକଜିଲ୍ଲା

ମାହାଙ୍ଗା ଅଞ୍ଚଳରେ ହେଟାବାଘ ଆକ୍ରମଣ ରେ ୩ ଚାଷୀ ଆହତ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : କଟକ ଜିଲ୍ଲା ମହାଙ୍ଗା ଅଞ୍ଚଳରେ ହେଟାବାଘ ଆତଙ୍କ . ମାହାଙ୍ଗା ବ୍ଲକ ଅନ୍ତର୍ଗତ କୁସିପୁରା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗେଡ଼ିଆପଲ୍ଲୀରେ ନୂତନ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଉଦଘାଟନ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଗେଡ଼ିଆପଲ୍ଲୀଠାରେ ସ୍ଥାନୀୟ ଲୋକଙ୍କ ସୁବିଧା ସୁଯୋଗ ପାଇଁ ସ୍ୱାସ୍ଥ୍ୟ…

ଆମ ରିପୋଟରକଟକଜିଲ୍ଲା

ପ୍ରଭୁ ଶ୍ରୀ ଶ୍ରୀ ରାଘବେଦ୍ର ସ୍ଵାମୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଓ ବିଶ୍ଵଶାନ୍ତି ମହାଯଜ୍ଞ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ଅସୁରେଶ୍ଵର ଘଣ୍ଟାଳୋ କ୍ଷତ୍ରିୟ ସାହି ରେ ଶ୍ରୀ…

ଆମ ରିପୋଟରଗଜପତିଜିଲ୍ଲା

ନୂଆଦିଲ୍ଲୀରେ ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନାଙ୍କୁ ଜାତୀୟ ସ୍ତରୀୟ ପ୍ରତିଭା ସମ୍ମାନ ପ୍ରଦାନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିଏବିକାନନ୍ଦ ବେହେରା : ପାରାଳାଖେମୁଣ୍ଡିର ଅବସର ପ୍ରାପ୍ତ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନଶିକ୍ଷକ ଶିକ୍ଷାବିତ ଆଚାର୍ଯ୍ୟ ବିନୋଦ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରରେ ପୋଲିସ ଓ ଆରଟିଓ ର ମିଳିତ ଚଢ଼ାଉ : ୯ ଜଣଙ୍କ ଡ଼ିଏଲ ବାତିଲ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର – ବାଲୁଗାଁ ଅଞ୍ଚଳରେ ଦିନକୁ ଦିନ ବେପରୁଆ ଗାଡ଼ିଚାଳନା ବୃଦ୍ଧି…

ଆମ ରିପୋଟରଗଜପତିଜିଲ୍ଲା

ଅନାଥ ପିଲାଙ୍କ ମନ ପସନ୍ଦର ଡ୍ରେସ କିଣାଇଲା ଜିଲ୍ଲା ପ୍ରଶାସନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ନେତୃତ୍ୱରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ନିଷ୍ପତ୍ତି ହୋଇଥିବା…