ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ସ୍ୱଳ୍ପ ସମୟ ମଧ୍ୟରେ ଲୋକଙ୍କ ନିକଟରେ ଖବର ପହଞ୍ଚାଇବାରେ ୱେବ ମିଡ଼ିଆ ଗୁଡିକ ପ୍ରମୁଖ ସ୍ଥାନ ଗ୍ରହଣ କରିଛି !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବର୍ତ୍ତମାନ ର ସୋସିଆଲ ମିଡ଼ିଆ ଯୁଗରେ ସ୍ୱଳ୍ପ ସମୟ ମଧ୍ୟରେ ଲୋକଙ୍କ ନିକଟରେ ଖବର…

ଅପରାଧଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ସଚେତନତା ଅଭାବରୁ ବଢ଼ି ଚାଲିଛି ବାଲ୍ୟବିବାହ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ପ୍ରଶାସନ ଦ୍ୱାରା ସଚେତନତା କାର୍ଯ୍ୟକ୍ରମ ଅଭାବରୁ ବଢ଼ି ଚାଲିଛି ବାଲ୍ୟବିବାହ ।…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

କଣିହାଁ ବ୍ଲକ ର ଭିଡିଓ କନ୍ଫରେନ୍ସ ହଲରେ ବୈଠକ !!!

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : କଣିହାଁ ବ୍ଲକ ର ଭିଡିଓ କନ୍ଫରେନ୍ସ ହଲରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ପାଉଁଶ ବୋଝେଇ କଣ୍ଟେନର ଓ କୋଇଲା ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବଅଁରପାଳ ବ୍ଲକ ନୂଆହତା ପଞ୍ଚାୟତର ଜୋରାଗଡ଼ିଆ ଛକ ନିକଟସ୍ଥ ୫୫ ନମ୍ଵର ଜାତୀୟ ରାଜପଥରେ…

ଆମ ରିପୋଟରକଟକଜିଲ୍ଲା

ସମାଜସେବୀ ପ୍ରଣବ ନନ୍ଦଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କେସିଙ୍ଗା ଉତ୍କଳ ଟ୍ରକ ମାଲିକ ସଂଘର ସଭ୍ୟ ପ୍ରଣବ ନନ୍ଦଙ୍କ ଦ୍ଵାଦଶାହ ଅବସରରେ…

ଆମ ରିପୋଟରକଟକକେନ୍ଦ୍ରାପଡ଼ାଜିଲ୍ଲା

ଇଲେକ୍ଟ୍ରିସିଟି ଠିକା ଶ୍ରମିକ ସଂଘ ର ବାର୍ଷିକ ଉତ୍ସବ ପାଳିତ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ବିଶ୍ୱ ଶ୍ରମିକ ଦିବସ ସମାରୋହ ଅବସରରେ ଇଲେକ୍ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମାନ୍ୟବର ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଜଜ…

ଆମ ରିପୋଟରଜିଲ୍ଲାଯାଜପୁର

ବିଂଝାରପୁର ରେ ଚିନ୍ମୟ ଫାଉଣ୍ଡେସନର କରୋନା କିଟ୍ ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମହାମାରୀ କରୋନାର ପ୍ରାଦୁର୍ଭାବ କମି କମି ଆସୁଥିବା ବେଳେ ଏହା ସମ୍ପୂର୍ଣ୍ଣ ଭାବରେ ଭାରତ…

ଆମ ରିପୋଟରଗଜପତିଜିଲ୍ଲା

ସେଞ୍ଚୁରିୟାନ ପବ୍ଲିକ ସ୍କୁଲରେ ଦ୍ୱାଦଶ ଶ୍ରେଣୀ ଛାତ୍ର ଛାତ୍ରୀ ଙ୍କ ଲାଗି ଶୁଭେଚ୍ଛା ଓ ଶୁଭକାମନା କାର୍ଯ୍ୟକ୍ରମ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିୟାନ ପବ୍ଲିକ ସ୍କୁଲ ଦ୍ୱାଦଶ ଶ୍ରେଣୀ…