ଆମ ରିପୋଟରଜିଲ୍ଲାନୟାଗଡ

ପ୍ରାଥମିକ ବିଦ୍ୟାଳୟର ସ୍ଥିତି ପରଖିଲେ ମ୍ୟୁନିସିପାଲଟି ଅଧ୍ୟକ୍ଷା ଏବଂ କାଉନସିଲର !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ସରକାରୀ ନିଉ ଟାଉନ ପ୍ରାଥମିକ ବିଦ୍ୟାଳୟ ର ସ୍ଥିତି ପରଖିଲେ ମ୍ୟୁନିସିପାଲଟି ଅଧ୍ୟକ୍ଷା…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗୋରୁ ଚାଲାଣ ସନ୍ଦେହରେ ଗାଡ଼ିକୁ ଅଟକ ରଖି ଥାନାରେ ଜିମା ଦେଲେ ଅଞ୍ଚଳବାସୀ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଗୋରୁ ଚାଲାଣ ହେଉଥିବା ସନ୍ଦେହରେ ଗୋଟିଏ ଗାଡିକୁ…

ଆମ ରିପୋଟରଜିଲ୍ଲାନୟାଗଡ

ସମବାୟ ସମିତି ନିର୍ବାଚନରେ ହାରିଗଲେ ଶାସକ ଦଳର ଜିଲ୍ଲା ପରିଷଦ ସଭ୍ୟ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ପରିଷଦ ସଭ୍ୟ ସମବାୟ ସମିତି ନିର୍ବାଚନ ରେ ଅକ୍ତିଆର କରି ପାରିଲେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଉପାନ୍ତ ଅଞ୍ଚଳବାସୀଙ୍କ ଆଉ ଏକ ଉଦାହରଣ : ବାଉଁଶ ନଳୀ ଖଞ୍ଜି ପାହାଡ଼ି ଝରଣାର ପାଣି ଗାଁ ମୁଣ୍ଡକୁ ଆଣିଲେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଉପାନ୍ତ ଅଞ୍ଚଳବାସୀଙ୍କ ଆଉ ଏକ ଉଦାହରଣ ମୂଳକ କାମ , ବାଉଁଶ ନଳୀ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ବ୍ଲକ ଆଗରେ ଅଗ୍ନିପଥ ଯୋଜନା ପ୍ରତ୍ୟାହାର ଦାବିରେ ଶାନ୍ତିପୂର୍ଣ୍ଣ ଭାବେ ସତ୍ୟାଗ୍ରହ କଲା କଂଗ୍ରେସ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ମଧ୍ୟ ସତ୍ୟାଗ୍ରହ ଦେଖିବାକୁ ମିଳିଛି । ଆଜି ପୂର୍ବାହ୍ନରେ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କ ପାଇଁ ଗରମ ପାଣି ବିତରଣ କେନ୍ଦ୍ର ଉଦଘାଟନ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ରୋଟାରୀ କ୍ଲବ ଆନୁକୁଲ୍ୟରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କ ପାଇଁ ଗରମ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ରେ ପଶିଲା ଧଳା ଜହର : ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ଜବତ…

ଆମ ରିପୋଟରକନ୍ଧମାଳଜିଲ୍ଲା

ମୌଳିକ ସୁବିଧା ହାସଲ ପାଇଁ କନ୍ଧମାଳ ନୂତନ ଜିଲାପାଳଙ୍କୁ ଭେଟିଲେ ବିଲାବାଡ଼ି ଗ୍ରାମ ପଞ୍ଚାୟତବାସୀ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ବିଲାବାଡ଼ି ପଞ୍ଚାୟତକୁ ୨୦୧୨ ମସିହାରୁ ସାଂସଦ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ଦ୍ଵାଦଶ ଜିଲ୍ଲାସ୍ତରୀୟ ସାଧାରଣ ସମ୍ମିଳନୀ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଅଶ୍ୱିନୀ କୁମାର ଦେବତା : ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ଦ୍ଵାଦଶ ଜିଲ୍ଲା ସ୍ତରୀୟ ସାଧାରଣ ସମ୍ମିଳନୀ ଅନୁଗୋଳ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ…