ଗିରଫ ହେଲେ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତ !!!

Spread the love

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ଗିରଫ ହେଲେ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଡମପଡା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତ । ନିଜ ସମ୍ପତ୍ତିର ୨୬୩ %ଅଧିକ ପାଇଁ ତାଙ୍କୁ ଗିରଫ କରିଛି ଭିଜିଲାନାସ ବିଭାଗ ।

Leave a Reply

Your email address will not be published. Required fields are marked *