ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ : ଦୁଇ ଗିରଫ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ସଦର ମହକୁମାର ଫରେଷ୍ଟ କଲୋନୀ ନିକଟରେ ଏକ ମେଡ଼ିସିନ ଷ୍ଟୋର ନିକଟରେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ସରକାରୀ ବିଦ୍ୟାଳୟ ବାଲିପଟ୍ଟା ର ସୁବର୍ଣ୍ଣ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ !!!

ଛେଣ୍ଡିପଦା ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ସରକାରୀ ବିଦ୍ୟାଳୟ ବାଲିପଟ୍ଟା ସ୍କୁଲ୍ ପ୍ରାଙ୍ଗଣରେ ସୁବର୍ଣ୍ଣ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟ

ହାଟ ବରଡି ସରପଞ୍ଚଙ୍କ ଅଭିଯୋଗ କ୍ରମେ ଆକ୍ସନ ମୁଡରେ ଖୋର୍ଦ୍ଧା ସିଏସଓ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ହାଟବରଡ଼ି ଗ୍ରାମ ପଞ୍ଚାୟତରେ ଯୋଗାଣ ସହାୟକ ସଞ୍ଜୟ ଜେନାଙ୍କ…

ଆମ ରିପୋଟରଗଜପତିଜିଲ୍ଲା

ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲାପାଳଙ୍କ କନଫେରନ୍ସ ହଲ ଠାରେ…

ଆମ ରିପୋଟରଜିଲ୍ଲାନୟାଗଡ

ଡାକ୍ତର ଚିନ୍ମୟ ସାହୁ ଭାରତୀୟ ଚିକିତ୍ସକ ସଂଘ ରାଜ୍ୟ ସଭାପତି ଭାବେ ମନୋନୀତ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ଡାକ୍ତର ଚିନ୍ମୟ ସାହୁ ଭାରତୀୟ ଚିକିତ୍ସକ ସଂଘ ରାଜ୍ୟ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜ୍ୟସ୍ମାର୍ଟ ସିଟି

ଜିଲ୍ଲା ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ !!!

ଭୁବନେଶ୍ୱର ବ୍ୟୁରୋ ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଛାତ୍ରୀ କ୍ରିଷ୍ଣାଞ୍ଜଳୀ ସାହୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରର ମା’ ଭଗବତୀ ମନ୍ଦିର ପ୍ରତି ୫ ଟି ସଚିବଙ୍କ ଶୁଭ ଦୃଷ୍ଟି ପଡ଼ିବ କେବେ ???

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ ଭଗବତୀ ମନ୍ଦିର ଓଡ଼ିଶାର ଅନନ୍ୟ ପ୍ରମୁଖ ଶକ୍ତି ପୀଠ…

ଆମ ରିପୋଟରଜିଲ୍ଲାନୟାଗଡରାଜନୀତିରାଜ୍ୟ

ମୋଦୀଙ୍କ ଦ୍ବିତୀୟ ପାଳି ର ତୃତୀୟ ବର୍ଷ ପୂର୍ତ୍ତୀ : ହିସାବ ଦେଲା ବିଜେପି !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ମୋଦୀ ସରକାର ଙ୍କ ୮ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ପର୍ଯ୍ୟଟନ ବିଭାଗ ଓ ଠିକାଦାର ମଧୁଚନ୍ଦ୍ରିକା : ନିମ୍ନ ମାନର କାର୍ଯ୍ୟ ଯୋଗୁଁ ସାଧାରଣରେ ଅସନ୍ତୋଷ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ ଟି…

ଆମ ରିପୋଟରକନ୍ଧମାଳଜିଲ୍ଲା

ଫୁଲବାଣୀରେ ଦୁଇ ଦିନ ଧରି ଅନୁଷ୍ଠିତ ହେବ ପେନ୍‍ସନ ଅଦାଲତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ…