ଆମ ରିପୋଟରକନ୍ଧମାଳଜିଲ୍ଲା

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ବଡ଼ ଖବର ସଂପାଦକଙ୍କୁ ଅନ୍ୟାୟ ଗିରଫଦାରୀ ର ନିନ୍ଦା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବଡ ଖବର ର ସଂପାଦକ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସ ଙ୍କୁ ଆକ୍ରୋଶମୂଳକ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଆଁଙ୍କସାହି ଗ୍ରାମରୁ କବାଟ ଭାଙ୍ଗି ସୁନା ଅଳଙ୍କାର ସହ ନଗଦ ୩ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଶୋଇଥିବା ଅବସ୍ଥାରେ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ । ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ : ପୋଲିସ ହାବିଲଦାରଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ କାର୍ଯ୍ୟରତ ପୋଲିସ ହାବିଲଦାର କେଶବ ଚନ୍ଦ୍ର ନାଏକଙ୍କୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫକୁ ନିନ୍ଦା : ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦେଲା ଶାଳିଆ ପ୍ରେସ କ୍ଲବ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଘରୋଇ ଟିଭି ଚ୍ୟାନେଲ ବଡ଼ ଖବର ର ମୁଖ୍ୟ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବନ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ : ୨୦ ହଜାର ବିଭିନ୍ନ କିସମର ଗଛ ଲଗାଯିବାକୁ ବିଭାଗ ପ୍ରସ୍ତୁତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ତଥା ଖଜୁରୀପଡ଼ା ବନାଞ୍ଚଳ ଅଧିନ ବିଭିନ୍ନ ସଂରକ୍ଷିତ…

ଆମ ରିପୋଟରଜିଲ୍ଲାଯାଜପୁର

ମଙ୍ଗଳପୁର ଓଭର ବ୍ରିଜ ରାସ୍ତା କଡ଼ରୁ ଚେତାଶୂନ୍ୟ ଅବସ୍ଥାରେ ଅଜଣା ଯୁବକ ଉଦ୍ଧାର !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ଛକ ପାଖ ଜାତୀୟ ରାଜପଥ ଓଭର ବ୍ରିଜ ରାସ୍ତା…