ବିପୁଳ ପରିମାଣରର ପୋଚ ଓ ଦେଶୀ ମଦ ଜବତ !!!

Spread the love

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ କୁଞ୍ଜୁରୀ ପଞ୍ଚାୟତର ବରପଦା ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ପୋଚ, ଦେଶୀ ମଦ ଓ ବ୍ୟବହୃତ ସାମଗ୍ରୀ ଜବତ କରି ନଷ୍ଟ କରାଯାଇଛି । ଚଢ଼ାଉରେ ମୋଟ ୪୨ ଶହ ଲିଟର ପୋଚ ଓ ୩୪୫ ଲିଟର ଦେଶୀ ମଦ ଜବତ କରାଯାଇ ଥିଲା । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ୪୪ ହଜାର ୫ଶହ ଟଙ୍କା ହେବ ବୋଲି ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *