ଆମ ରିପୋଟରଗଜପତିଜିଲ୍ଲା

ପୌର ପରିଷଦ ପକ୍ଷରୁ ବଡାଖାନା କାର୍ଯ୍ୟକ୍ରମ ଆୟୋଜିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଟାଉନ ହଲ ଠାରେ ବଡାଖାନା କାର୍ଯ୍ୟକ୍ରମ ଆୟୋଜିତ…

ଆମ ରିପୋଟରଜିଲ୍ଲାନୟାଗଡ

ଅବ୍ୟବସ୍ଥା ମଧ୍ୟରେ ସ୍ବାଧୀନତା ସଂଗ୍ରାମୀଙ୍କ ଗ୍ରାମ ଥୁଆବାରୀ !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ଅବ୍ୟବସ୍ଥା ମଧ୍ୟରେ ସ୍ବାଧୀନତା ସଂଗ୍ରାମୀଙ୍କ ଗ୍ରାମ ଥୁଆବାରୀ । ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ…

ଆମ ରିପୋଟରଗଜପତିଜିଲ୍ଲା

ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ସେଞ୍ଚୁରିୟନ୍ ଛାତ୍ରଛାତ୍ରୀଙ୍କ ସଫଳତା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିୟନ୍ ପବ୍ଲିକ ସ୍କୁଲର ସଫଳତାରେ ଆଉ ଗୋଟିଏ ଫର୍ଦ୍ଦ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ପ୍ରତିବାଦ ଏବଂ ବିକ୍ଷୋଭ ପ୍ରଦର୍ଶନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା କଂଗ୍ରେସ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ ସୋନିଆ ଗାନ୍ଧୀ ଏବଂ…

ଆମ ରିପୋଟରକଟକଜିଲ୍ଲା

ବିଜେପି ପାଳିଲା ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ଉତ୍ସବ !!!

ନିଶ୍ଚିନ୍ତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ନିଶ୍ଚିନ୍ତକୋଇଲି ବ୍ଲକ ବିଜେପି ତରଫରୁ ଏକ ବିଜୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି . ପ୍ରକାଶ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଧଳାପଥର ସେବା ସମବାୟ ସମିତି ସଭାପତିଙ୍କ ଦାୟିତ୍ଵ ଗ୍ରହଣ !!!

ବୋଲଗଡ ( ଆୱାଜ ମିଡ଼ିଆ ) – ଗଙ୍ଗାଧର ସାହୁ : ବୋଲଗଡ଼ ବ୍ଲକ୍ ଅଧିନସ୍ଥ ଧଳାପଥର ସେବା ସମବାୟ ସମିତିରେ ନବ ନିର୍ବାଚିତ ପରିଚାଳନା ପରିଷଦ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ନାବାଳିକା ଦୁଷ୍କର୍ମ ମାମଲା : ଅଭିଯୁକ୍ତ କୁ ୧୦ ବର୍ଷ ଜେଲ ଓ ଜୋରିମାନା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ତ୍ବରିତ ଓ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଏକ…

ଅପରାଧଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜ୍ୟସ୍ମାର୍ଟ ସିଟି

ଓଡିଶା ବିଦ୍ୟୁତ ନିୟାମକ ଆୟୋଗର ଖୋଲା ଉଲ୍ଲଙ୍ଘନ କରୁଛି ଟାଟା ପାୱାର !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶୁଭ୍ରାଂଶୁ ଶୁଭମୟ ମହାନ୍ତି : ଓଡିଶା ବିଦ୍ୟୁତ ନିୟାମକ ଆୟୋଗର ଖୋଲା ଉଲ୍ଲଙ୍ଘନ କରିଛନ୍ତି ଟାଟା କର୍ତ୍ତୃପକ୍ଷ .…

ଆମ ରିପୋଟରଗଜପତିଜିଲ୍ଲା

ବାଲ୍ୟ ବିବାହ ବନ୍ଦ ନିମନ୍ତେ ଜିଲ୍ଲା ସ୍ତରୀୟ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚ ର ବୈଠକ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଏକ୍ସନ ଏଡ଼ର ମିଳିତ ଉଦ୍ୟମରେ ବାଲ୍ୟ ବିବାହ…