ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୋଲିସ ଏଏସଆଇ . ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଏଏସ୍ଆଇ ପୁଷ୍ପଲତା ପାଇକରାୟ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଥିବା ସୂଚନା ମିଳିଛି . ୨୦୨୦ ର ଏକ ମାମଲାରେ କଡ଼ା ଦଫା ଯୋଡ଼ିବାକୁ ଲାଞ୍ଚ ନେଉଥିଲେ ସମ୍ପୃକ୍ତ ଏଏସଆଇ .
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୋଲିସ ଏଏସଆଇ !!!

