ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ , ୩ ଗିରଫ . ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ କରି ଜଣେ ବରିଷ୍ଠ ଅଧିକାରୀଙ୍କ ସହ ୩ ଜଣଙ୍କୁ ଗିରଫ କରିଛି . ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ ଗିରଫ ହୋଇଥିବାର ସୂଚନା . ଠିକାଦାର ସୁମନ୍ତ ରାଉତ ଙ୍କୁ ମଧ୍ୟ ଗିରଫ କଲା ସିବିଆଇ . ସରୋଜ, ସୁମନ୍ତଙ୍କ ସହ ଆଉ ଜଣେ ମଧ୍ୟ ଗିରଫ ହୋଇଥିବାର ଜଣାଯାଇଛି .
ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ : ୩ ଗିରଫ !!!

