ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ : ଚଳଚଞ୍ଚଳ ହୋଇପଡ଼ିଛି ବିଜେପି ଶିବିର !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଓଡ଼ିଶାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ , ଚଳଚଞ୍ଚଳ ହୋଇପଡ଼ିଛି ବିଜେପି ଶିବିର .ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗତ ରାତିରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ରାଜ୍ୟ ବିଜେପି ତରଫରୁ ଗୃହମନ୍ତ୍ରୀଙ୍କୁ ବିମାନବନ୍ଦର ଠାରେ ଭବ୍ୟ ସ୍ୱାଗତ କରାଯାଇଥିଲା । ଆଜି ସକାଳୁ କଟକରେ ପହଞ୍ଚିଛନ୍ତି ଅମିତ ଶାହା । ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବା ସହିତ ନେତାଜୀଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ କେନ୍ଦ୍ର ଗୃହମନ୍ତ୍ରୀ ।

Leave a Reply

Your email address will not be published. Required fields are marked *