ବିଜେଡି ର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର !!!

Spread the love

ନୂଆଗାଁ ( ଆୱାଜ ମିଡ଼ିଆ ) – ସଞ୍ଜୀବ କୁମାର ଡାକୁଆ : ବିଜେଡିର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ . ବିଧାୟକ ଦଶପଲ୍ଲା ତଥା ନୟାଗଡ ଜିଲ୍ଲା ବିଜେଡି ସଭାପତି ରମେଶ ଚନ୍ଦ୍ର ବେହେରା ଆଜି ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଳିସାହି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ମାଳିସାହି, ଢେଙ୍କେଣା , ଚାହାଳି ଗ୍ରାମପଞ୍ଚାୟତ ତରଫରୁ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ଆୟୋଜିତ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରରେ ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ ।

 

Leave a Reply

Your email address will not be published. Required fields are marked *