ଆମ ରିପୋଟରଗଜପତିଜିଲ୍ଲା

ବାରମ୍ବାର ଖବର ପ୍ରସାରଣ ପରେ ପୌର ପରିଷଦ ପକ୍ଷରୁ ଡ୍ରେନ କାର୍ଯ୍ୟ ଆରମ୍ଭ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ ପାଚେରୀକୁ ଲାଗିଥିବା ଡ୍ରେନ ଟି…

Breaking newsଆମ ରିପୋଟରଜିଲ୍ଲାନୟାଗଡରାଜ୍ୟ

ଜଙ୍ଗଲ ସୁରକ୍ଷା ନାମରେ ପୁରା ଜଙ୍ଗଲକୁ ବରବାଦ କରୁଛି ବନ ବିଭାଗ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ନୟାଗଡ ଜିଲ୍ଲା ଓଡ଼ଗାଁ ବନାଞ୍ଚଳରେ ଜଙ୍ଗଲ ସୁରକ୍ଷା ନାମରେ ପୁରା ଜଙ୍ଗଲକୁ ବରବାଦ କରୁଛି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ପେଟ୍ରୋଲ ପମ୍ପ ନିକଟରେ ବାଇକ୍ ଧକ୍କାରେ ଗୋ-ମାତାର ମୃତ୍ୟୁ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ବାଇକ୍ ଧକ୍କାରେ ଗୋ-ମାତା ର ମୃତ୍ୟୁ ହୋଇଛି…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡ଼ାରେ ୧୨୭ ସିଆରପିଏଫ୍ ବାଟାଲିୟନ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ମହାଦେବ ଯୁବକ ସଙ୍ଘ ପକ୍ଷରୁ ବୃକ୍ଷ ରୋପଣ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ତାଳଚେର ବ୍ଲକ ଅନ୍ତର୍ଗତ ନାତିଡି ଗ୍ରାମରେ ମହାଦେବ ଯୁବକ ସଙ୍ଘ ନାତିଡି ପକ୍ଷରୁ ବୃକ୍ଷ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀ ପାଳିଲେ ଗହ୍ମାପୂର୍ଣ୍ଣିମା ପର୍ବ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଶ୍ରୀକ୍ଷେତ୍ର ପରି ଶକ୍ତି କ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ମନ୍ଦିରରେ ମଧ୍ୟ…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ : ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଜାତୀୟ…

ଆମ ରିପୋଟରକଟକଜିଲ୍ଲା

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ !!!

କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : ପବିତ୍ର ବ୍ରାହ୍ମ ମୁହୂର୍ତ୍ତରେ ସ୍ୱାଧୀନତା ସଂଗ୍ରାମର ବୀର ପୁରୁଷ ତଥା ଜଗତସିଂହପୁର ମାଟିର…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡ଼ାରେ ଷ୍ଟେଟବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ…

ଆମ ରିପୋଟରଜିଲ୍ଲାନୟାଗଡ

ନିଆରା କାର୍ଯ୍ୟକ୍ରମ କରି ପୁଅକୁ ମନେ ପକାଇଲେ ଦମ୍ପତି !!!

ନୟାଗଡ ( ଆୱାଜ ମିଡ଼ିଆ ) – କିଶୋର ମହାପାତ୍ର : ପୁଅ ର ସ୍ମରଣରେ ରକ୍ତଦାନ ଶିବିର ଆୟୋଜନ କରି ଶ୍ରାଦ୍ଧ ବାର୍ଷିକୀ ପାଳନ କଲେ…