ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଛଟେଇ କମ୍ପ୍ୟୁଟର ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ପାଇଁ ଦାବୀ କଲା ଆଇସିଟି ବିଦ୍ୟାଳୟ ସଂଯୋଜକ ସଂଘ ! କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ କମ୍ପ୍ୟୁଟର ଶିକ୍ଷାଦାନ ପାଇଁ ଶିକ୍ଷକ ନିଯୁକ୍ତି ହୋଇଥିଲା ! ତେବେ ଯୋଜନା ବନ୍ଦ ହେବା ପରେ ରାଜ୍ୟରେ ପ୍ରାୟ ଚାରି ହଜାର କମ୍ପ୍ୟୁଟର ଶିକ୍ଷକ ଛଟେଇ ହୋଇଥିଲେ ! ତେବେ ଛଟେଇ ହୋଇଥିବା ଶିକ୍ଷକ ମାନଙ୍କୁ ପୁନଃ ନିଯୁକ୍ତି ଦେବା ପାଇଁ ଦୃଢ଼ ଦାବୀ ହୋଇଛି !
ଛଟେଇ କମ୍ପ୍ୟୁଟର ଶିକ୍ଷକଙ୍କୁ ପୁନଃ ନିଯୁକ୍ତି ପାଇଁ ଦାବୀ !!!

