କଟକ ( ଆୱାଜ ମିଡ଼ିଆ ) – ଅମ୍ରିତା ପଟ୍ଟନାୟକ : କଟକ ସହର ସ୍ଥିତ ପରାଜପତି ଶିଶୁ ସାହିତ୍ୟ ସଂସଦ ତରଫରୁ ଶିଶୁ ସାହିତ୍ୟ ଉତ୍ସବ 2022 ପାଳିତ ହୋଇଯାଇଛି ! ଡଗରପଡା ସ୍ଥିତ ସ୍ୱାମୀ ବିଚିତ୍ରାନନ୍ଦ କଲ୍ୟାଣ ଆଶ୍ରମ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତେବାସୀ ମାନଙ୍କ ମଧ୍ୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା !
କଟକ ରେ ଶିଶୁ ସାହିତ୍ୟ ଉତ୍ସବ 2022 !!!

