Site icon Awaj Media

ପରଲୋକରେ ମୁଲାୟମ ସିଂହ ଯାଦବ !!!

Spread the love

ବ୍ୟୁରୋ ରିପୋର୍ଟ ( ଆୱାଜ ମିଡ଼ିଆ ) : ପରଲୋକରେ ସମାଜବାଦୀ ପାର୍ଟି ସୁପ୍ରିମୋ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି । କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନଥିଲା । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଗତ ଏକ ସପ୍ତାହ ହେଲା ତାଙ୍କର ଚିକିତ୍ସା ଚାଲିଥିଲା । ଗତକାଲି ସେ ଗୁରୁତର ଅସୁସ୍ଥ ହୋଇ ପଡିଥିଲେ । ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ପୁଅ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି ।

Exit mobile version