ନୟାଗଡରେ ଯୋଗଦେଲେ ନୂତନ ଜିଲ୍ଲାପାଳ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ବଦଳିଲେ ନୟାଗଡ ଜିଲ୍ଲାପାଳ ! କାର୍ଯ୍ୟରତ ଜିଲ୍ଲାପାଳ ଡା. ପୋମା ଟୁଡୁ ଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଥିବା ବେଳେ ତାଙ୍କ ସ୍ଥାନରେ ରାଜ୍ୟ ନିର୍ବାଚନ କମିସନ ସଚିବ ରବୀନ୍ଦ୍ରନାଥ ସାହୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଦାୟିତ୍ୱ ମିଳିଛି ।

Leave a Reply

Your email address will not be published. Required fields are marked *