ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର !!!

Spread the love

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ତାଳଚେର ଗୋଡିବନ୍ଧ ନିକଟସ୍ଥ ହରିହରପୁର ଗ୍ରାମ ନିକଟସ୍ଥ ଏକ ରାସ୍ତା କଡରୁ ଝୁଲନ୍ତା ଅବସ୍ଥାରେ ଥିବା ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି । ମୃତକ ଙ୍କ ପରିଚୟ ମିଳିନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ଅଛି । ଖବର ପାଇ ତାଳଚେର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *