Site icon Awaj Media

ନୟାଗଡ଼ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ରବୀନ୍ଦ୍ର କୁମାର ସାହୁ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲାପାଳ ଭାବେ ଆଜି ରବୀନ୍ଦ୍ର କୁମାର ସାହୁ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଠାରୁ ସେ ଦାୟିତ୍ବ ଗ୍ରହଣ କରିଥିବା ଜଣାଯାଇଛି । ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପ-ଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟଙ୍କ ସମେତ ବହୁ ଅଧିକାରୀଙ୍କ ଉପସ୍ଥିତିରେ ବରିଷ୍ଠ ଆଏଏସ ଅଧିକାରୀ ଶ୍ରୀଯୁକ୍ତ ରବୀନ୍ଦ୍ର ସାହୁ ନୟାଗଡ଼ ଜିଲ୍ଲା ଜିଲ୍ଲାପାଳ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଜଣାଯାଇଛି ।

 

Exit mobile version