ବଙ୍ଗୋପସାଗର ରେ ଲଘୁଚାପ !!!

Spread the love

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଦକ୍ଷିଣ – ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ – ଉତ୍ତର ପଶ୍ଚିମ ଦିଗରେ ଗତିକରି, ୧୯ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟ ଭାଗରେ ଏକ ଅବପାତ ରୂପନେବା ସହ ପରବର୍ତୀ ୩ ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବା ସମ୍ଭାବନା l ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି l

 

Leave a Reply

Your email address will not be published. Required fields are marked *