ଭସାଣୀ ଉତ୍ସବରେ ବାଣ ବିସ୍ଫୋରଣ : ଅଘଟଣ !!!

Spread the love

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ମୁଖ୍ୟ ରାସ୍ତାର ବାଲିଆ ବଜାରରେ କାର୍ତ୍ତିକେଶ୍ବର ଭସାଣୀ ଉତ୍ସବ ଚାଲିଥିବା ବେଳେ ଅସାବଧାନତା ଯୋଗୁ ବାଣ ବିସ୍ଫୋରଣରେ ଘଟିଛି ଅଘଟଣ ! ବିସ୍ଫୋରଣରେ ଏକାଧିକ ଆହତ ଓ ଗୁରୁତର ହୋଇଥିବା ଜଣାପଡିଛି । ଆମ୍ବୁଲାନ୍ସ ଆସିବା ବିଳମ୍ବ ହେବାରୁ ସ୍ଥାନୀୟ ଲୋକଙ୍କ ଦ୍ୱାରା ପ୍ରଥମେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିଲା । ପରେ ଅତି ଗୁରୁତର ଥିବା ବ୍ୟକ୍ତି ମାନଙ୍କୁ କଟକ ବଡ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *