ଆମ ରିପୋଟରଜିଲ୍ଲାଯାଜପୁର

ଚିନ୍ମୟ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଗୁରୁବାର ସେର ଝୋଟି ପ୍ରତିଯୋଗିତାର ଚାରି ପାଳିରେ ମୋଟ ଭଗନେଲେ ୪୧୩୩ ଜଣ ପ୍ରତିଯୋଗୀ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ ଆଣିବା ନିମନ୍ତେ ଲୋକ ସଙ୍ଗଠନ ଚିନ୍ମୟ…

ଆମ ରିପୋଟରଜିଲ୍ଲାରାୟଗଡା

ଜାତୀୟ ରାଜପଥ ଅବରୋଧ କରି ଧାରଣାରେ ବସିଲେ କୋତାପେଟା ଗ୍ରାମପଞ୍ଚାୟତ ଲୋକେ !!!

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ଦୁର୍ଘଟଣା ପରେ ଉତ୍ତେଜନା ! ଜାତୀୟ ରାଜପଥ ଅବରୋଧ କରି ଧାରଣାରେ ବସିଲେ କୋତାପେଟା…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ରେ ଜିଲ୍ଲା ସ୍ତରୀୟ ବିଶ୍ବ ଏଡସ ଦିବସ ପାଳିତ !!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଚିକିତ୍ସା…

ଆମ ରିପୋଟରକନ୍ଧମାଳଜିଲ୍ଲା

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ ଆନୁକୁଲ୍ୟରେ…

ଆମ ରିପୋଟରଗଜପତିଜିଲ୍ଲା

ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘ ପକ୍ଷରୁ ୫ ଦଫା ଦାବିପତ୍ର ପ୍ରଦାନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ର ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘ ପକ୍ଷରୁ ୫…

ଆମ ରିପୋଟରକନ୍ଧମାଳଜିଲ୍ଲା

ଦୁର୍ନୀତି ଭ୍ରଷ୍ଟାଚାର ବିରୋଧ ମଞ୍ଚର ଶପଥ ଗ୍ରହଣ କାର୍ଯ୍ୟକ୍ରମ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ନୂଆସାହି ର ପ୍ରତ୍ୟକ୍ଷ ତତ୍ୱାବଧାନରେ ନବ ଗଠିତ ମା…

ଆମ ରିପୋଟରଗଜପତିଜିଲ୍ଲା

ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ”ସଖି” ୱାନ ଷ୍ଟପ୍ ସେଣ୍ଟର ପକ୍ଷରୁ ହିଂସା ମୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଓ ବାଳିକା ମାନଙ୍କୁ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ରେ ରେଳ ଧାରଣାରେ କଟି ଖଣ୍ଡ ଖଣ୍ଡ ହେଲା ଛଅ ଫୁଟର ଅଜଗର !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ଅନ୍ତର୍ଗତ ସରଳାପଦର ଗ୍ରାମ ନିକଟସ୍ଥ ମାମୁଁ ଭଣଜା ପାହାଡ…