ଅନୁଗୁଳଆମ ଟିଭିଆମ ରିପୋଟରଜିଲ୍ଲାଢେଙ୍କାନାଳ

ଦୁଷ୍କର୍ମକାରୀ ଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତଥା ପକ୍ସୋ ସ୍ବତନ୍ତ୍ର ଅଦାଲତର ବିଚାରପତି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାଦେଶବିଦେଶନୟାଗଡସ୍ମାର୍ଟ ସିଟି

ସାମାଜିକ ଓ ଜନକଲ୍ୟାଣ କାର୍ଯ୍ୟକଳାପ ରେ ଜଡିତ ପ୍ରବାସୀ ଭାରତୀୟଙ୍କୁ ପ୍ରଶଂସା !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କୁଏତ ର ଏରିଆ ସଭାପତି ବିଶ୍ୱ ରଞ୍ଜନ ସାହୁ ଙ୍କୁ ବିପିପି ର ସଭାପତି…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିଗଲା ଟ୍ରାଭେଲର !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବରଯାତ୍ରୀ ଗାଡ଼ିରେ ଲାଗିଲା ନିଆଁ । ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିଗଲା…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବିଦ୍ୟୁତ ଖୁଣ୍ଟ ରୁ ପଡି ଠିକା ଶ୍ରମିକର ମୃତ୍ୟୁ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଖଣତି ଗ୍ରାମର ସଂଜୀବ ବେହେରା (୩୦) ବିଦ୍ୟୁତ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଉଠା ଦୋକାନ କାରଣରୁ ଟ୍ରାଫିକ ଅବ୍ୟବସ୍ଥା : ବଢୁଛି ଦୁର୍ଘଟଣା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ସହର ବାଳିକା ଉଚ୍ଚ ବିଦ୍ୟାଳୟ ରୁ ନନ୍ ଭେଜ ମାର୍କେଟ ଏବଂ ବସଷ୍ଟାଣ୍ଡ…

ଆମ ରିପୋଟରକଟକଜିଲ୍ଲାରାଜ୍ୟ

ଶ୍ରୀ ଶ୍ରୀ ରଘୁନନ୍ଦନ ନାଟ୍ୟ ସଂସଦ ଦ୍ୱାରା ରାମ ନାଟକ ମଞ୍ଚସ୍ଥ !!!

କଳାପଥର ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କର : କଳାପଥର ଗ୍ରାମର ଶ୍ରୀ ଶ୍ରୀ ରଘୁନନ୍ଦନ ନାଟ୍ୟ ସଂସଦ ଦ୍ୱାରା ଆରମ୍ଭ ହୋଇଛି ରାମ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଲାଞ୍ଚ ନେଇଥିବା ରାଜସ୍ଵ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍ ଦଣ୍ଡ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଅନୁଗୁଳ ଜିଲ୍ଲା ଭିଜିଲାନ୍ସ କୋର୍ଟ ଏକ ଲାଞ୍ଚ ମାମଲାର ବିଚାର କରି ଲାଞ୍ଚ ନେଇଥିବା…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲାରେ ହକି ଖେଳର ପ୍ରଦର୍ଶନ ଅନୁଷ୍ଠିତ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର କ୍ରୀଡା ବିଭାଗ ତରଫରୁ ବିଭିନ୍ନ ଆବାସ ଆଶ୍ରମ ବିଦ୍ୟାଳୟ ଖେଳ ପଡିଆ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡ଼ା ବ୍ଲକ୍ ଜନ ପ୍ରତିନିଧିଙ୍କୁ ବିଡିଓଙ୍କ ଅଣଦେଖା ଅଭିଯୋଗ : ବିଧାୟକଙ୍କ ନେତୃତ୍ୱରେ ବିଡିଓ ଙ୍କୁ ମିଳିମିଶି ଘେରିଲେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍‌ କାର୍ଯ୍ୟାଳୟରେ ବିଡିଓ ଅଧ୍ୟକ୍ଷାଙ୍କୁ ଅଣଦେଖା କରୁଥିବା ଅଭିଯୋଗରେ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ଏସୟୁସିଆଇ କମ୍ୟୁନିଷ୍ଟ ପକ୍ଷରୁ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ଦେଶରେ ରନ୍ଧନ ଗ୍ୟାସ ଦର ମାତ୍ରାଧିକ ବୃଦ୍ଧି ସହିତ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ…