ଲେମ୍ବୋ ଠାରେ ଗ୍ରାମସଭା ଅନୁଷ୍ଠିତ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବ୍ଲକ ଅନ୍ତର୍ଗତ ଲେମ୍ବୋ ଠାରେ ବ୍ଲକ ପିଓ ହେମାଞ୍ଜଳି ପତି , ସରପଞ୍ଚ କଳ୍ପନା ପାତ୍ର, ନାଏବ ସରପଞ୍ଚ କପିଳ ପ୍ରଧାନ ବିଭିନ୍ନ ୱାର୍ଡର ୱାର୍ଡ ମେମ୍ବର ଓ ସ୍ଥାନୀୟ ବାସିନ୍ଦାଙ୍କ ଉପସ୍ଥିତିରେ ଗ୍ରାମସଭା ଅନୁଷ୍ଠିତ ହୋଇଯାଛି । ଆଜିର ଏହି ଗ୍ରାମ ସଭାରେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ଉନ୍ନତି ମୂଳକ କାର୍ଯ୍ୟ ନିମନ୍ତେ ଆଲୋଚନା ହେବା ସହିତ ଆଗାମୀ ଦିନରେ ସ୍ଥାନୀୟ ପର୍ଯ୍ୟଟନ କ୍ଷେତ୍ର ଅଶୋକଝର ଠାରେ ମକର ପର୍ବ ଶାନ୍ତି ଶୃଙ୍ଖଳାରେ ପାଳନ କରିବା ନିମନ୍ତେ ବିଶେଷ ଆଲୋଚନା କରାଯାଇଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *