ପଦ୍ମାବତୀ ଗ୍ରାମରେ ନୂତନ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା !!!

Spread the love

ଭାପୁର ( ଆୱାଜ ମିଡ଼ିଆ ) – ବିଶ୍ବଜିତ ବାରିକ : ଭାପୁର ବ୍ଲକ ଅନ୍ତର୍ଗତ ପଦ୍ମାବତୀ ଗ୍ରାମରେ ନୂତନ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହୋଇଅଛି ! ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ଆୟୋଜିତ ପ୍ରତିଷ୍ଠା ଉତ୍ସବରେ ଖଣ୍ଡପଡ଼ା ର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଯୋଗ ଦେଇଥିଲେ । ଶ୍ରୀଯୁକ୍ତ ପଟ୍ଟନାୟକ ଖଣ୍ଡପଡା ର ଜଣେ ଲୋକପ୍ରିୟ ପ୍ରତିନିଧି ଯିଏକି ଲୋକ ମାନଙ୍କ ସୁଖ ଓ ଦୁଃଖର ସାଥି । ଗ୍ରାମରେ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ବହୁ ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା !

Leave a Reply

Your email address will not be published. Required fields are marked *