Site icon Awaj Media

ସୁକିନ୍ଦା ଷ୍ଟାଡିୟମ ପରିସରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

Spread the love

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ବ୍ଲକ ଅନ୍ତର୍ଗତ ସୁକିନ୍ଦା ଷ୍ଟାଡିୟମ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ପାଳନ କରାଯାଇଛି !ଆଜିର ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଅବସରରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରୁ ବହୁ କର୍ମୀ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ପ୍ରିତିରଞ୍ଜନ ଘଡାଇ , ପୂର୍ବତନ ମନ୍ତ୍ରୀ ଡ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଙ୍କ ସହିତ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷ, ବ୍ଲକ ଉପାଧକ୍ଷା ଏବଂ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନେତା ମାନେ ଯୋଗ ଦେଇଥିଲେ !

Exit mobile version