ନୟାଗଡରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ !!!

Spread the love

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ପିଟିଏସ ପିଡ଼ିଆରେ ଜିଲ୍ଲା ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଜିଲ୍ଲାବାସୀଙ୍କୁ ଅଭିବାଦନ ଜଣାଇଥିଲେ ! ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *