ଅପରାଧଆମ ରିପୋଟରଜିଲ୍ଲାନୟାଗଡ

ଆଇନ ର ଅଡୁଆ ଜାଲ : ବିନା ଦୋଷରେ ୧୨୧ ଦିନ ହେଲା ଜେଲରେ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ଗଣତନ୍ତ୍ରର ତିନି ସ୍ତମ୍ବ ମଧ୍ୟରୁ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ବ ହେଉଛି ନ୍ୟାୟପାଳିକା ! ପ୍ରଶାସନିକ ଅବହେଳା…

ଆମ ରିପୋଟରକଟକଜିଲ୍ଲା

ବାଙ୍କୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ !!!

ବାଙ୍କୀ ( ଆୱାଜ ମିଡ଼ିଆ ) – ଅନନ୍ତ ରଣା : ବାଙ୍କୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ମୋରାମୋରୀ ପଞ୍ଚାୟତର ବାତ୍ୟା ଆଶ୍ରୟସ୍ଥଳିରେ ଚାଲିଥିବା ବିପର୍ଯ୍ୟୟ ପରିଚାଳନା ପ୍ରଶିକ୍ଷଣ ଶିବିର ଉଦଯାପିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ମୋରାମୋରୀ ପଞ୍ଚାୟତର ବାତ୍ୟା ଆଶ୍ରୟସ୍ଥଳିରେ ପାଞ୍ଚଦିନ ଧରି ଚାଲିଥିବା…

ଆମ ରିପୋଟରଜିଲ୍ଲାନୟାଗଡ

ଶ୍ରୀରାମକୃଷ୍ଣ – ବିବେକାନନ୍ଦ ଆଶ୍ରମ ତରଫରୁ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ରକ୍ତଦାନ ଶିବିର ଓ ଅଙ୍ଗଦାନ ପଞ୍ଜୀକରଣ କାର୍ଯ୍ୟକ୍ରମ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଖଣ୍ଡପଡ଼ା ରୋଡ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୧…

ଆମ ରିପୋଟରଗଜପତିଜିଲ୍ଲା

ଗଜପତିରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଶିଶୁପାଇଁ ଦିନଟିଏ କାର୍ଯ୍ୟକ୍ରମ ଗଜପତିରେ…

ଅନୁଗୁଳଆମ ରିପୋଟରଜିଲ୍ଲା

କଣିହାଁ ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଘାଟିତ !!!

କଣିହାଁ ( ଆୱାଜ ମିଡ଼ିଆ ) – ଅଶ୍ବିନୀ କୁମାର ଦେବତା : ଅନୁଗୋଳ ଜିଲ୍ଲା କଣିହାଁ ଯୁକ୍ତ ଦୁଇ ମହାବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ଯୁବନୀତି…

ଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲାରାଜନୀତିରାଜ୍ୟ

ଚାନ୍ଦୋଳ ବଜାର ଠାରେ ବିଜୁ ଜନତା ଦଳ ପକ୍ଷରୁ ୨୬ ତମ ପ୍ରତିଷ୍ଠା ଦିବସ ପାଳିତ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାନ୍ଦୋଳ ବଜ଼ାର ଠାରେ ବିଜୁ…

ଅନୁଗୁଳଆମ ରିପୋଟରଜିଲ୍ଲାଢେଙ୍କାନାଳ

ୱେବ ମିଡିଆ ସାମ୍ବାଦିକଙ୍କୁ ଜୀବନ ରେ ମାରିଦେବାକୁ ଧମକ !!!

ଅନୁଗୁଳ ( ଆୱାଜ ମିଡ଼ିଆ ) – ଟଙ୍କଧର ଗଡ଼ନାୟକ : ବ୍ରାହ୍ମଣ ବିଲ ଗ୍ରାମର ୱେବ ମିଡିଆ ସାମ୍ବାଦିକଙ୍କୁ ଜୀବନ ରେ ମାରିଦେବାକୁ ଧମକ ।…

ଆମ ରିପୋଟରକଟକଜିଲ୍ଲା

କଳାପଥର ମହାବିଦ୍ୟାଳୟ ରେ ହକି ବିଶ୍ୱ କପ ଉତ୍ସବ ପାଳନ !!!

କଳାପଥର ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କର : ଆଜି ସାରା ରାଜ୍ୟ ହକି ମହାକୁମ୍ଭ ଉତ୍ସବ ପାଳୁଥିବା ବେଳେ କଳାପଥର ମହାବିଦ୍ୟାଳୟ ରେ…

ଅନୁଗୁଳଅପରାଧଆମ ରିପୋଟରଜିଲ୍ଲାଢେଙ୍କାନାଳ

ଶ୍ବଶୁର ଘରୁ ରୁଦ୍ଧ କୋଠରୀରୁ ଉଦ୍ଧାର ହେଲା ଜ୍ୱାଇଁ ର ଶବ !!!

ଆଠମଲ୍ଲିକ ( ଆୱାଜ ମିଡ଼ିଆ ) – ଅଶ୍ବିନୀ କୁମାର ଦେବତା : ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ କୁରୁମୁଟାପ ଗ୍ରାମର ବ୍ରଜବନ୍ଧୁ ନାୟକଙ୍କ ଘରୁ ଜ୍ୱାଇଁ…