Home2023February3ସିଦ୍ଧେଶ୍ୱରପୁର ଗୋପାଳ ସ୍ମୃତି ବିଦ୍ୟାପୀଠର ୭୮ ବ୍ୟାଚର ବନ୍ଧୁମିଳନ !!! ସିଦ୍ଧେଶ୍ୱରପୁର ଗୋପାଳ ସ୍ମୃତି ବିଦ୍ୟାପୀଠର ୭୮ ବ୍ୟାଚର ବନ୍ଧୁମିଳନ !!! February 3, 2023February 3, 2023byAwaj Media Spread the loveକଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କଟକ ସଦର ଅଞ୍ଚଳର ପୁରାତନ ଶିକ୍ଷାନୁଷ୍ଠାନ ସିଦ୍ଧେଶ୍ୱରପୁର ସ୍ଥିତ ଗୋପାଳ ସ୍ମୃତି ବିଦ୍ୟାପୀଠର ୭୮ ବ୍ୟାଚର ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି !
ବଡମ୍ବା ମୋହନ ସୁବୁଦ୍ଧି ମହାବିଦ୍ୟାଳୟର ମିଳିତ ବାର୍ଷିକ ଉତ୍ସବ !!! Spread the loveSpread the loveବଡମ୍ବା ( ଆୱାଜ ମିଡ଼ିଆ ) – ପ୍ରତାପ ନାୟକ : ବଡମ୍ବା ମୋହନ ସୁବୁଦ୍ଧି ମହାବିଦ୍ୟାଳୟର ମିଳିତ ବାର୍ଷିକ ଉତ୍ସବ ମହାଆଡମ୍ବର ପାଳିତ…
ବୁଡି ରହିଛି ଅସୁରେଶ୍ୱର ପ୍ରାଥମିକ ଚିକିତ୍ସାକେନ୍ଦ୍ର : ହନ୍ତସନ୍ତ ହେଉଛନ୍ତି ରୋଗୀ !!! Spread the loveSpread the loveନିଶ୍ଚିତକୋଇଲି ( ଆୱାଜ ମିଡ଼ିଆ ) – ଡମ୍ବରୁଧର ବେହେରା : ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ପଶୁ ଚିକିତ୍ସା କେନ୍ଦ୍ର…
ହାତୀ ଆକ୍ରମଣରେ ପ୍ରାଣ ହରାଇଲେ ଟ୍ୟୁସନ ଶିକ୍ଷକ !!! Spread the loveSpread the loveବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଟ୍ୟୁସନ ସାରି ଘରକୁ ଫେରୁଥିବା ବେଳେ ହାତୀ ଆକ୍ରମଣରେ ଶିକ୍ଷକଙ୍କ ମୃତ୍ୟୁ…