ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଟାଙ୍ଗୀ ଚାନ୍ଦପୁର ସତସଙ୍ଗ କେନ୍ଦ୍ରରେ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୩୫ ତମ ଶୁଭ ଆବିର୍ଭାବ ଦିବସ ପାଳିତ !!!

ଟାଙ୍ଗୀ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକର ଟାଙ୍ଗୀ ଚାନ୍ଦପୁର ସତସଙ୍ଗ କେନ୍ଦ୍ର ପରିସରରେ ପରମ ପ୍ରେମମୟ…

ଆମ ରିପୋଟରଗଜପତିଜିଲ୍ଲା

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଏବଂ ଗ୍ରାମ୍ୟ ମୁଖୀ ପ୍ରଶାସନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ମଧୁସୂଦନ ପୁର ଗ୍ରାମ ପଞ୍ଚାୟତର ରାଜୀବ ଗାନ୍ଧୀ ସେବା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜ୍ୟସ୍ମାର୍ଟ ସିଟି

ଓଡିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ !!!

ଭୁବନେଶ୍ବର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି । ପ୍ରସିଦ୍ଧ…

ଆମ ରିପୋଟରକନ୍ଧମାଳଜିଲ୍ଲା

କୋଟଗଡ ଶିଶୁ ମଙ୍ଗଳ ସମିତିର ଭ୍ରାମ୍ୟମାଣ ଅଦାଲତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଶିଶୁ ମଙ୍ଗଳ ସମିତି, ଶିଶୁ ସୁରକ୍ଷା କମିଟି କନ୍ଧମାଳ, ଶିଶୁ ବିକାଶ ସମନ୍ନିତ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗମ୍ଭାରୀମୁଣ୍ଡା ବଜାର ଗୋଦାମ ଗୃହ ରୁ ୫୦ହଜାର ଟଙ୍କା ର ସାମଗ୍ରୀ ଚୋରି ଅଭିଯୋଗ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନିକଟସ୍ଥ ଗମ୍ଭାରୀମୁଣ୍ଡା ଅଞ୍ଚଳରେ ଦିନକୁ ଦିନ ଚୋରି ରାହାଜାନୀ…

ଆମ ରିପୋଟରକନ୍ଧମାଳଜିଲ୍ଲା

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ରାଶି ପ୍ରଦାନ ପତ୍ର ପ୍ରଦାନ : ନିରାଶ ହେଲେ ବହୁ ବରିଷ୍ଠ ପ୍ରତିଭାବାନ କଳାକାର !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କାର୍ଯାଳୟ ରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା…

ଆମ ରିପୋଟରକନ୍ଧମାଳଜିଲ୍ଲା

ପଞ୍ଚୁଦଣ୍ଡ ପରିଚାଳନା କମିଟି ର କର୍ମକର୍ତ୍ତା ନିର୍ବାଚନ : ଏପ୍ରିଲ ୯ ରେ ତେରଶମ୍ଭୁ ମିଳନ ପାଇଁ ନିଷ୍ପତି !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ପଞ୍ଚୁଦଣ୍ଡ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି…