ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ସ୍ୱଛତା କର୍ମଚାରୀଙ୍କୁ ସାଇକେଲ ବଣ୍ଟନ !!!

Spread the love

ଵାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ସ୍ୱଛତା କାର୍ଯ୍ୟ, ମିଶନର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସମସ୍ତ ୱାର୍ଡ ର କାଉନସିଲର ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି ଙ୍କ ସମେତ ସ୍ୱଛତା ମିଶନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ସରକାରଙ୍କ ତରଫରୁ ସ୍ୱଛତା ମିଶନରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀ ମାନଙ୍କୁ ଅଧ୍ୟକ୍ଷ ମିଟୁ ନାୟକ ୩୧ ଟି ସାଇକେଲ ପ୍ରଦାନ କରିବା ସହ ଆଉ ସେମାନଙ୍କୁ ଘରୁ ଚାଲି ଚାଲି ଆସିବାକୁ ପଡିବ ନାହିଁ ବୋଲି କହିଥିଲେ ।

Leave a Reply

Your email address will not be published. Required fields are marked *