ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଭେଟିଲେ ଦଶପଲ୍ଲା ବିଧାୟକ !!! Awaj Media 3 years ago Spread the loveନୟାଗଡ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ଚିକିତ୍ସାଧିନ ଥିବା ରୋଗୀ ମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଲେ ଦଶପଲ୍ଲା ବିଧ୍ୟାକ ରମେଶ ଚନ୍ଦ୍ର ବେହେରା l