Site icon Awaj Media

ଲଷ୍ମୀ ବଜାର ବାପୁଜୀ ନାଟ୍ୟ ସାଂସଦ ଆନୁକୂଲ୍ୟରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଲେ ଦଶପଲ୍ଲା ବିଧାୟକ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡାଝୋଲା, ଲଷ୍ମୀ ବଜାର ଠାରେ ବାପୁଜୀ ନାଟ୍ୟ ସାଂସଦ ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି ସାଂସ୍କୃତିକ କାର୍ଯ୍ୟକ୍ରମ ! ଦଶପଲ୍ଲା ବିଧାୟକ ତଥା ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରା କାର୍ଯ୍ୟକ୍ରମରେ ଅତିଥି ରୂପେ ଯୋଗ ଦେଇଥିଲେ l

Exit mobile version