ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପ୍ରବାଦ ପୁରୁଷ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ ଉପଲକ୍ଷେ ଗଜପତି ଜିଲ୍ଲା ବିଜୁ ପରିବାର ପକ୍ଷରୁ ପାରଳାଖେମୁଣ୍ଡି ନିକଟସ୍ଥ ମହେନ୍ଦ୍ରତନୟା ନାଦୀ ତୁଠ ଠାରେ ତର୍ପଣ ଅର୍ପଣ କରାଯାଇଥିଲା ! କଲେଜ ଛକ ନିକଟସ୍ଥ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଦଳୀୟ କର୍ମୀ ଏବଂ ନେତା ! ଏହି ଅବସରରେ ପାରଳାଖେମୁଣ୍ଡି ମୁଖ୍ୟ ବଜାର ଠାରେ ସମୂହ ସଫେଇ କାର୍ଯ୍ୟକ୍ରମ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ସମସ୍ତ ନେତା ଓ ବିଜୁ ଜନତା ଦଳର ବିଜୁ ପ୍ରେମୀ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *