Site icon Awaj Media

ସମ୍ବର୍ଦ୍ଧିତ ହେଲେ ଛାତ୍ରଛାତ୍ରୀ ଏବଂ ମେଧା ପ୍ରତିଭା !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲା ଶିକ୍ଷା ସମୁହ ସଂଗଠନ ଦ୍ବାରା ମେଧା ସମ୍ମାନ କାର୍ଯ୍ୟକ୍ରମ ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ, ବିଡିଓ ପଦ୍ମଲୋଚନ ସାହୁ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ର, ସରୋଜ ରଣସିଂହ, ଆଶିଷ ଅଗ୍ରୱାଲ, ସୁବାଷ କଅଁର ପ୍ରମୁଖ ଉପସ୍ଥିତ ରହିଥିଲେ।

Exit mobile version