Site icon Awaj Media

କଟକ ବଡ ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ !!!

Spread the love

କଟକ ( ଆୱାଜ ମିଡ଼ିଆ ) – ଅମ୍ରିତା ପଟ୍ଟନାୟକ : କଟକ ବଡ ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କୁ ବଡ ଡାକ୍ତରଖାନାରେ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ରାଜ୍ୟପାଳ । ବିଭିନ୍ନ ୱାର୍ଡ କୁ ଯାଇ ଚିକିତ୍ସାଧୀନ ଆହତ ଓ ସେମାନଙ୍କ ସମ୍ପର୍କୀୟଙ୍କ ଠାରୁ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝୁଛନ୍ତି । ଆହତ ଙ୍କ ଚିକିତ୍ସା ସମ୍ପର୍କରେ ଏସ୍‌ସିବି କର୍ତ୍ତୃପକ୍ଷ ଓ ଡାକ୍ତରଙ୍କ ସହିତ ଆଲୋଚନା ମଧ୍ୟ କରିଛନ୍ତି ରାଜ୍ୟପାଳ ।

Exit mobile version