କଟକ ସଦର ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : କଟକ ସଦର ୪୨ ମୌଜାର ଅଗ୍ରଣୀ ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ତରଫରୁ ପୂଜ୍ୟପୂଜା ଭବନରେ କାର୍ଗିଲ ବିଜୟ ଦିବସ ଅବସରରେ ୧୯୯୯ ମସିହା କାର୍ଗିଲ ଯୁଦ୍ଧରେ ସହିଦ ବୀର ଜୱାନ ମାନଙ୍କୁ ଦିଆଯାଇଛି ଶ୍ରଦ୍ଧାଞ୍ଜଳୀ । ଅନୁଷ୍ଠାନର ସଭାପତି ସରୋଜ ନଳିନୀ ପରିଜା , ସମ୍ପାଦକ ନାରାୟଣ ଚନ୍ଦ୍ର ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବନ୍ଦେ ମାତରଂ ସ୍ଲୋଗାନ ସହ ସ୍ମୃତି ଚରଣ କରିଥିଲେ !
କଟକ ସଦରରେ କାର୍ଗିଲ୍ ବିଜୟ ଦିବସ ପାଳିତ !!!

