ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଉପ କାରାଗାର ଥିବା ଅନ୍ତେବାସୀଙ୍କୁ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସରଞ୍ଜାମ ବଣ୍ଟନ !!!

0
247

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉପ କାରାଗାରରେ ଥିବା ସମସ୍ତ ଅନ୍ତେବାସୀଙ୍କୁ ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସରଞ୍ଜାମ ଯୋଗାଇ ଦିଆଯାଇଅଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଆଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଉପ କାରାଗାର ଗସ୍ତ କରି ୩୦୦ ଶହ ଗୋଟି ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସରଞ୍ଜାମ ପୁରୁଷ ଓ ମହିଳା ଅନ୍ତେବାସୀଙ୍କୁ ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜେଲ ଅଧିକ୍ଷକ ଶ୍ରୀ ହନୁ ସେଠୀଙ୍କ ସମେତ ଉପ କାରାଗାର କର୍ମଚରୀ ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here