ଆମ ରିପୋଟରକନ୍ଧମାଳଜିଲ୍ଲା

ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ…

ଆମ ରିପୋଟରଗଜପତିଜିଲ୍ଲା

ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ରେ ଜୁନିୟର ରେଡକ୍ରସର ପରାମର୍ଶଦାତା ମାନଙ୍କର ଏକ ଦିବସୀୟ ପ୍ରଶିକ୍ଷଣ ଶିବିର !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ଜୁନିୟର ରେଡ଼କ୍ରସର ପରାମର୍ଶଦାତା ମାନଙ୍କର…

ଆମ ରିପୋଟରକନ୍ଧମାଳଜିଲ୍ଲା

ଗାଁ କୁ ରାସ୍ତା ନାହିଁ, ଦୋଳାରେ ମେଡିକାଲ ଗଲେ ଗର୍ଭବତୀ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ବାଣପୁର ୧୬ ନଂ ଜାତୀୟ ରାଜପଥରେ ଦୁର୍ଘଟଣା : ଜଣେ ଆହତ ଅନ୍ୟ ଜଣେ ମୃତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଣପୁର ୧୬ ନଂ ଜାତୀୟ ରାଜପଥର ଓଭରବ୍ରିଜ୍ ଉପରେ ଘଟିଛି…

ଆମ ରିପୋଟରକନ୍ଧମାଳଜିଲ୍ଲା

ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ…

ଆମ ରିପୋଟରଜିଲ୍ଲାନୟାଗଡ

ବିଜୁ ମହିଳା ଜନତା ଦଳ କାର୍ଯ୍ୟକାରିଣୀ ବୈଠକ : ମହିଳାଙ୍କ ସହଯୋଗରେ ନବୀନ କରିବେ ରେକର୍ଡ଼ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ ଜିଲ୍ଲା ବିଜୁ ମହିଳା ଜନତା ଦଳର ଜିଲ୍ଲା କାର‌୍ୟ୍ୟକାରିଣୀ ବୈଠକ ବିଜେଡି କାର୍ଯ୍ୟାଳୟଠାରେ…

ଆମ ରିପୋଟରକଳାହାଣ୍ଡିଜିଲ୍ଲାଯାଜପୁର

କଳାହାଣ୍ଡିରେ ଚିନ୍ମୟ ଫାଉଣ୍ଡେସନର ଜାତୀୟ ଗ୍ରାମୀଣ ସାଂସ୍କୃତିକ ମହୋତ୍ସବ ଓ ସଂସ୍କୃତି ହାଟ !!!

ଜୟପାଟଣା ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମଗ୍ର ବିଶ୍ଵରେ ସାଂସ୍କୃତିକ ଜାଗରଣ ମାଧ୍ୟମରେ ଭାଇଚାରା ପ୍ରତିଷ୍ଠା ସହ ବ୍ୟକ୍ତିକୁ ଅପରାଧ ପ୍ରବଣତା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟସ୍ମାର୍ଟ ସିଟି

ସଫଳତାର ଶୀର୍ଷରେ ରୋଟାରୀ କ୍ଳବ ଅଫ ଇନଫୋସିଟି !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ସମାଜସେବା କ୍ଷେତ୍ରରେ ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଥିବା ରୋଟାରୀ ଗୃପ ସର୍ବଦା ଅସହାୟ…

ଆମ ରିପୋଟରଗଜପତିଜିଲ୍ଲା

ପଞ୍ଚମ ଦିବସରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଧାରଣା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଜପତି…