ରାୟଗଡ଼ା ବନଖଣ୍ଡ ଅଧିକାରୀ ଙ୍କ ଘରେ ଭିଜିଲାନ୍ସ ରେଡ୍ !!!

Spread the love

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ଙ୍କ ଘରେ ଭିଜିଲାନ୍ସ ରେଡ୍ ! ରାୟଗଡା ଡ଼ିଏଫଓ ବିଜୟ କୁମାର ପରିଡାଙ୍କ ଘରେ ଭିଜିଲାନସ ଟିମ ଚଢ଼ାଉ କରିଥିବା ସହିତ ତାଙ୍କୁ କଟକ ଭିଜିଲାନ୍ସ ମୁଖ୍ୟ କାର୍ଯ୍ୟାଳୟକୁ ଅଣାଯାଇଛି ! ରାୟଗଡା ସରକାରୀ ବାସଭବନ ସମେତ ଅନ୍ୟାନ୍ୟ ସାତଟି ସ୍ଥାନରେ ଚଢ଼ାଉ ହୋଇଥିବା ବେଳେ , ଛ କୋଟି ରୁ ଅଧିକ ମୂଲ୍ୟର ସମ୍ପତ୍ତି ଜବତ ହୋଇଥିବା ସୂଚନା ମିଳିଛି !

Leave a Reply

Your email address will not be published. Required fields are marked *