ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ଗାଁ ଦାଣ୍ଡରେ ସରପଞ୍ଚଙ୍କୁ ଗୋଡେଇ ଗୋଡେଇ ପିଟିଲେ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ବୋଦୁଅ ପଞ୍ଚାୟତ ଅନ୍ତର୍ଗତ କନ୍ତିଆ ଗ୍ରାମର ସ୍ୱାଇଁସାହି ଛକ ନିକଟରେ । ଆହତ ସରପଞ୍ଚ ହେଲେ ବୋଦୁଅ ଗ୍ରାମପଞ୍ଚାୟତର ସରପଞ୍ଚ ଦେବୀ ପ୍ରସାଦ ମିଶ୍ର । ଏ ନେଇ ସରପଞ୍ଚ ବିଞ୍ଝାରପୁର ଥାନାରେ ଲିଖତ ଅଭିଯୋଗ କରିଛନ୍ତି । ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ମୋବାଇଲରୁ ମୋବାଇଲ ଘୁରି ବୁଲୁଛି ।
ଗାଁ ଦାଣ୍ଡ ରେ ସରପଞ୍ଚଙ୍କୁ ଗୋଡେଇ ଗୋଡେଇ ପିଟିଲେ !!!

